You are here

Back to top

Jain Darshan: Manana O Mimansha (Paperback)

Jain Darshan: Manana O Mimansha Cover Image
By Acharya Mahapragyan, Tulasi Jain (Translator)
$28.00
Usually Ships in 1-5 Days

Description


ଆଚାର୍ଯ୍ୟ ମହାପ୍ରଜ୍ଞ ଆଠ ଦଶନ୍ଧିର ସୁଦୀର୍ଘ ସଂଯମ ସାଧନାରେ ନିମଗ୍ନ ଥାଇ ଅନେକ ଗୁଡ଼ିଏ ସୂକ୍ଷ୍ମ ରହସ୍ୟର ଅନାବରଣ କରିଯାଇଛି । ତାଙ୍କ ଜୀବନର ଏକ ସମାଧାୟକ ସୂତ୍ର ହେଉଛି- 'ରହୋ ଭୀତର, ଜୀଓ ବାହର ।' ଜୀବନର ନବମ ଦଶକ ସଂପନ୍ନ ହେବାକୁ ଯାଉଥାଏ, ଦଶମ ଦଶକରେ ପ୍ରବେଶର ପ୍ରସ୍ତୁତି ଚାଲିଥାଏ । ଏହି ମହାର୍ଘ ମୁହୂର୍ତ୍ତର ଅଭିନନ୍ଦନ ପାଇଁ ସମାଜ ବିବିଧ ସ୍ୱପ୍ନ ଦେଖୁଥାଏ । କିନ୍ତୁ ନିୟତି ସାମାଜ୍ୟରେ ଏକ ଭିନ୍ନ ନିୟତି ନିର୍ଦ୍ଧାରିତ ହୋଇ ସାରିଥାଏ । ଅକସ୍ମାତ ୯ ମେ ୨୦୦୯ ଦିନ ପ୍ରଖର ଦ୍ୱିପହରରେ ସେ ସଂସାରରୁ ପ୍ରୟାଣ କରିଦେଲେ । ତାଙ୍କ ଭୌତିକ ଶରୀର ହଜିଗଲା, ରହିଗଲା ଜ୍ଞାନ ଶରୀର, ଯଶଃ ଶରୀର ଓ ଅନୁଭବ ଶରୀର । ସେ ଆମ ସକାଶେ ଏକ ସମୃଦ୍ଧ ବୈଚାରିକ ଐତିହ୍ୟ ଛାଡ଼ି ଦେଇ ଯାଇଛନ୍ତି । ଆଗାମୀ ଶତାବ୍ଦୀ ଗୁଡ଼ିକ ନିଃସନ୍ଦେହ ଏହା ଦ୍ୱାରା ଲାଭାନ୍ୱିତ ହେବେ । ମହାପ୍ରଜ୍ଞ ଜନ୍ମ ଶତାବ୍ଦୀର ଐତିହାସିକ ଅବସରରେ ପ୍ରସ୍ତୁତ 'ଜୈନଦର୍ଶନ ମନନ ଓ ମୀମାଂସା' ତାଙ୍କ ଦିବ୍ୟ ଚେତନା ସହିତ ସଂପର୍କର ସଶକ୍ତ ଆଲମ୍ବନ ସାଜିଲେ ତାଙ୍କ ପ୍ରତି ଯଥାର୍ଥ ଶ୍ରଦ୍ଧାଞ୍ଜଳି ହୋଇପାରନ୍ତା ।


Product Details
ISBN: 9781645602071
ISBN-10: 1645602079
Publisher: Black Eagle Books
Publication Date: August 17th, 2021
Pages: 616
Language: Oriya